Odiapua.com

 ଚନ୍ଦ୍ରଭାଗାରେ ବୁଡ ପକାଇବାକୁ ଶ୍ରଧାଳୁଙ୍କ ଭିଡ

ପୁରୀ୧ା୨(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ଆଜି ପବିତ୍ର ମାଘ ସପ୍ତମୀ, ପୁରୀ ଚନ୍ଦ୍ରଭାଗାରେ ବୁଡ଼ ପକାଇବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଛି ।

ସୁରକ୍ଷା ଦୃଷ୍ଟିରୁ ସମୁଦ୍ର କୂଳରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି ।