Home Top News ଚେନ୍ନାଇର କାଭେରୀ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

ଚେନ୍ନାଇର କାଭେରୀ ହସ୍ପିଟାଲରେ ଭର୍ତ୍ତି ହେଲେ ସୁପରଷ୍ଟାର ରଜନୀକାନ୍ତ

67

ଚେନ୍ନାଇ ୨୮-୧୦ (ଓଡ଼ିଆ ପୁଅ) ସମ୍ମାନଜନକ ଦାଦାସାହେବ ଫାଲକେ ପୁରସ୍କାରପ୍ରାପ୍ତ ସୁପରଷ୍ଚାର ରଜନୀକାନ୍ତ ଚେନ୍ନାଇର କାଭେରୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଖବର ଅନୁଯାୟୀ, ସେ ତାଙ୍କର ରୁଟିନ ଚେକ୍‌ଅପ୍‌ ପାଇଁ ହସ୍ପିଟାଲରେ ଭର୍ତ୍ତିହୋଇଥିବା ତାରକାଙ୍କ ନିକଟତମ ସୂତ୍ରରୁ ପ୍ରକାଶ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.