Home ଓଡ଼ିଶା ଛାତ୍ର କଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ଓ ପାନୀୟଜଳ ବଂଟନ

ଛାତ୍ର କଂଗ୍ରେସ ପକ୍ଷରୁ ଶୁଖିଲା ଖାଦ୍ୟ ଓ ପାନୀୟଜଳ ବଂଟନ

55

ଭୁବନେଶ୍ୱର ୨୭/୫ (ଓଡ଼ିଆ ପୁଅ) – ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ପ୍ରଦେଶ ଛାତ୍ର କଂଗ୍ରେସ ରାଜ୍ୟ ସଂଯୋଜକ ଆଦିତ୍ୟ ପ୍ରୀତମ ଦାସଙ୍କ ନେତୃତ୍ୱରେ ବିଭିନ୍ନ ରାଜ୍ୟରୁ ଫେରୁଥିବା ପ୍ରବାସୀ ଶ୍ରମିକମାନଙ୍କୁ ପାହାଳ ଠାରେ ଶୁଖିଲା ଖାଦ୍ୟ ଓ ପାନୀୟ ଜଳ ବଂଟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସମ୍ଭବ ପଟ୍ଟନାୟକ, ସୌମ୍ୟ ରଂଜନ ଜେନା ଓ ପ୍ରତ୍ୟୁଷ ଦାସ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.