Odiapua.com

ଜଳିଲା ବସ

ଭୁବନେଶ୍ଵର,୨୮/୦୮,(ଓଡ଼ିଆ ପୁଅ ପଙ୍କଜିନୀ ନାୟକ):ବସରେ ଲାଗିଲା ନିଆଁ । ଚକାଡୋଳା ନାମକ ଏକ ଘରୋଇ ବସରେ ଲାଗିିଛି ନିଆଁ। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ତେବେ ସର୍ଟ ସର୍କିଟ କାରଣରୁ ଅଗ୍ନିକାଣ୍ଡ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ଏହି ଘଟଣା ସମ୍ପର୍କରେ ବସ ମାଲିକ କିମ୍ବା କର୍ମଚାରୀଙ୍କ ପ୍ରତିକ୍ରିୟା ମିଳିପାରିନାହିଁ । ବସଟି ଭୁବନେଶ୍ୱରରୁ ବ୍ରହ୍ମପୁର ଯାତାୟାତ କରେ ।