Home ଆନ୍ତର୍ଜାତୀୟ ଜାପାନ ପ୍ରଧାନମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟେଲିଫୋନ ଆଲୋଚନା

ଜାପାନ ପ୍ରଧାନମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟେଲିଫୋନ ଆଲୋଚନା

1229

ନୂଆ ଦିଲ୍ଲୀ ୧୧-୪ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜାପାନ ପ୍ରଧାନମନ୍ତ୍ରୀ ସିଞ୍ଜୋ ଆବେଙ୍କ ସହିତ ଟେଲିଫୋନ ଯୋଗେ କଥାବାର୍ତ୍ତା କରିଛନ୍ତି। କୋଭିଡ-୧୯ ମହାମାରୀ କାରଣରୁ ବିଶ୍ଵରେ ଦେଖାଦେଇଥିବା ସ୍ଵାସ୍ଥ୍ୟ ଓ ଅର୍ଥନୈତିକ ଆହ୍ଵାନ ସମ୍ପର୍କରେ ଆଲୋଚନା କରିଥିଲେ। ଏହି ସଂକଟର ମୁକାବିଲା ନିମନ୍ତେ ସେମାନଙ୍କ ଦେଶ ପକ୍ଷରୁ ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଉଭୟ ନେତା ଆଲୋଚନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.