Home କୋରାପୁଟ ଜିଲ୍ଲାର ୩ଟି ସ୍ୱାସ୍ଥ୍ୟକେନ୍ଦ୍ରର କୋଭିଡ ଟୀକାକରଣର ପୂର୍ବ ଅଭ୍ୟାସ ଡ୍ରାଏ ରନ କରାଗଲା

ଜିଲ୍ଲାର ୩ଟି ସ୍ୱାସ୍ଥ୍ୟକେନ୍ଦ୍ରର କୋଭିଡ ଟୀକାକରଣର ପୂର୍ବ ଅଭ୍ୟାସ ଡ୍ରାଏ ରନ କରାଗଲା

15

କୋରାପୁଟ ୮-୧ (ଓଡିଆ ପୁଅ /ରଂଜନ ଦାସ)କୋରାପୁଟ ଜିଲ୍ଲାର ୩ ଟି ସ୍ୱାସ୍ଥ୍ୟକେନ୍ଦ୍ରରେ କୋଭିଡ ଟୀକାକରଣର ପୂର୍ବ ଅଭ୍ୟାସ ଡ୍ରାଏ ରନ କାର୍ଯ୍ୟକ୍ରମ କରାଯାଇଥିବା ଜଣାପଡିଛି।କୋରାପୁଟ ସହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସପିଟାଲ,  ଜିଲ୍ଲା ସଦର ମହକୁମା ଡାକ୍ତରଖାନା, ଜୟପୁର ଓ ମାଥାଲପୁଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ରେ ଡ୍ରାଏ ରନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ପ୍ରତିକେନ୍ଦ୍ରରେ ୨୫ ଜଣ ଲେଖାଏଁ ସ୍ୱାସ୍ଥ୍ୟ ଅଧିକାରୀ ଓ କର୍ମିମାନଙ୍କୁ ନେଇ କାର୍ଯ୍ୟକ୍ରମ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.