Home ଜିଲ୍ଲା ପରିକ୍ରମା ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

ଜିଲ୍ଲାସ୍ତରୀୟ ଆମ୍ବେଦକର ଜୟନ୍ତୀ ପାଳିତ

19

ଭଦ୍ରକ, ୧୪ା୪ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଡ. ବି.ଆର୍‌. ଆମ୍ବେଦକରଙ୍କ ୧୩୧ତମ ଜୟନ୍ତୀ ପାଳନ କରାଯାଇଛି । ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ଇନ୍ଦ୍ରମଣି ନାୟକ, ଉପଜିଲ୍ଲାପାଳ ପୀତାମ୍ବର ସାମଲ, ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର କୁମାର ପଣ୍ଡା, ଜିଲ୍ଳା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଗୋଲଖ ଚନ୍ଦ୍ର ବେହେରାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ, କର୍ମଚାରୀ, ସାମ୍ବାଦିକ ଅଶୋକ ନାୟକ ଯୋଗ ଦେଇ ଡ. ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧା ନିବଦେନ କରି ଆମ୍ବେଦକରଙ୍କ ତ୍ୟାଗ, ଜ୍ଞାନ ଗୁଣର ଆଲୋଚନା କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.