Home ଜିଲ୍ଲା ପରିକ୍ରମା ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଆଠମଲ୍ଲିକ ବିଧାୟକଙ୍କ ଯୋଗଦାନ

ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ଆଠମଲ୍ଲିକ ବିଧାୟକଙ୍କ ଯୋଗଦାନ

177

ଆଠମଲ୍ଲିକ,୨୯/୧0(ଓଡ଼ିଆ ପୁଅ/ଜିତେନ୍ଦ୍ର ସାହୁ):ଅନୁଗୋଳ ଜିଲ୍ଲା କିଶୋରନଗର ବ୍ଲକ ଧଡ଼ରପାଳ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଶୂଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି l ଶିବିରଟି ଓଡ଼ିଶା ମୋ ପରିବାର ଏବଂ ଜୀବନ ବିନ୍ଦୁ ସହାୟତାରେ ଅନୁଷ୍ଠିତ ହୋଇଥିଲା ବେଳେ ଏଥିରେ ମୋଟ ୪୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା l ପଂଚାୟତ ସଭାପତି ଶିବସଦା ନାୟକ ଏବଂ ଯୁବନେତା କାଳନ୍ଦୀ ଚରଣ ପ୍ରଧାନଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଉକ୍ତ ରକ୍ତଦାନ ଶିବିରରେ ମୁଖ୍ୟ ଅତିଥିଭାବେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଯୋଗ ଦେଇଥିଲେ l ଅନ୍ୟମାନଙ୍କ ମଧ୍ୟରେ କିଶୋର ନଗର ବ୍ଲକ ଅଧ୍ୟକ୍ଷା ବବିତା ପ୍ରଧାନ,କିଶୋର ନଗର ବ୍ଲକ ବିଜେଡି ସଭାପତି କୁମୁଦ ଚନ୍ଦ୍ର ପ୍ରଧାନ,ସରୋଜ ରାଉଳ, ସତିଶ ପ୍ରଧାନ,ଦାମୋଦର ବେହେରା ପ୍ରମୁଖ ଉପସ୍ଥିତ ଥିଲେ l

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.