Home ଅପରାଧ ଟ୍ରେନ୍ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଟ୍ରେନ୍ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

255

କେନ୍ଦୁଝର,ତା ୧୫ ଅକ୍ଟୋବର(ଓଡିଆ ପୁଅ/ପ୍ରେମାନନ୍ଦ ଦାସ) କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଧାତିକା ଗାଁ ନିକଟସ୍ଥ ଟ୍ରେନ ଲାଇନରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମିଳିଥିବା ଖବର ଅନୁଯାୟୀ ମୃତକ ଜଣଙ୍କ ଧାତିକା ଗାଁର ତୁଳସୀ ମାଝି ବୋଲି ଜଣାପଡ଼ିଛି । ହେଲେ ତାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଘଟଣାର ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି । ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଅଧିକରୁ ଅଧିକ ତଦନ୍ତ ଚଳାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.