Home ଓଡ଼ିଶା ଢେଙ୍କାନାଳ: ବସ ଓଲଟି ୩୫ ଆହତ

ଢେଙ୍କାନାଳ: ବସ ଓଲଟି ୩୫ ଆହତ

499

ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲା ହିନ୍ଦୋଳର ପଡ଼ାଛକ ନିକଟରେ ଏକ ଯାତ୍ରୀବାହୀ ଘରୋଇ ବସ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଫଳରେ ବସରେ ଥିବା ୩୫ ଜଣ ଯାତ୍ରୀ ଆହତ ହୋଇଛନ୍ତି।ଆହତ ମାନଙ୍କୁ ସ୍ଥାନୀୟ ହସ୍ପିଟାଲରେ ପ୍ରାଥମିକ ଚିକିତ୍ସା କରାଯାଇଛି ଏବଂ ୫ ଜଣ ଗୁରୁତର ଆହତମାନଙ୍କୁ କଟକ ବଡ଼ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।ସୂଚନା ମୁତାବକ ଭୁବନେଶ୍ୱରରୁ ସମ୍ବଲପୁର ଅଭିମୁଖେ ଯାଉଥିବା ଘରୋଇ ବସ ପ୍ରମୋଦା ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା।-ଦେବଦତ୍ତ ରଥ

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.