Home ଅନୁଗୁଳ ତିନି ଦିନ ପାଇଁ ପାଳଲହଡା ବଜାର ବନ୍ଦ

ତିନି ଦିନ ପାଇଁ ପାଳଲହଡା ବଜାର ବନ୍ଦ

89

ପାଳଲହଡା(ଓଡ଼ିଆ ପୁଅ/ନିହାର ରଞ୍ଜନ ସାମଲ): ଅନୁଗୋଳ ଜିଲ୍ଲା ପାଳଲହଡା ବ୍ଲକରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବୃଦ୍ଧି ପାଉଛି। ସୂଚନା ଅନୁଯାୟୀ ପାଳଲହଡାରେ ଗତକାଲି ଚିହ୍ନଟ ହୋଇଥିବା ୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ପୁରୁଷ ଓ ଜଣେ ମହିଳା ଅଛନ୍ତି। ସମସ୍ତେ ଅନ୍ୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ପଜିଟିଭ୍ ହୋଇଥିବାର ଜଣାପଡିଛି। ଏହି ପରିପ୍ରେକ୍ଷୀରେ ସାଧାରଣ ଜନତାଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ପାଳଲହଡା ବଣିକ ସଂଘ ପକ୍ଷରୁ ତିନି ଦିନ ଦୋକାନ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.