Home ଓଡ଼ିଶା ତିନି ଦିନ ବର୍ଷା ସମ୍ଭାବନା

ତିନି ଦିନ ବର୍ଷା ସମ୍ଭାବନା

831

ଭୁବନେଶ୍ଵର,୦୪/୦୯,(ଓଡ଼ିଆ ପୁଅ ପି ନାଏକ): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ସାରା ରାଜ୍ୟରେ ବର୍ଷା ଲାଗି ରହିଛି। ଆସନ୍ତା ୩ ଦିନ ଧରି ପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୮ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। କୋରାପୁଟ, ମାଲକାନଗିରି, ନବରଙ୍ଗପୁର , କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ ଓ ଗଞ୍ଜାମରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ମଧ୍ୟ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.