Home Top News ଥାନା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିର ମୃତ୍ୟୁ

ଥାନା ସମ୍ମୁଖରେ ଆତ୍ମାହୁତି ଉଦ୍ୟମ କରିଥିବା ବ୍ୟକ୍ତିର ମୃତ୍ୟୁ

100

କଟକ, ୨୪/୦୬ (ଓଡ଼ିଆ ପୁଅ/ଅଭୟ ଜେନା) କଟକ ଜିଲ୍ଲା କିଶନନଗର ଥାନା ପରିସରରେ ଆତ୍ମହତ୍ୟା ଉଦ୍ୟମ କରି ଗୁରତର ଭାବେ ପୋଡି ହୋଇଯାଇଥିବା ବ୍ୟକ୍ତି ଗୁଣନିଧି ବିଷୋୟୀଙ୍କର ଚିକିତ୍ସାଧୀନ ଅବସ୍ଥାରେ କଟକର ଅଶ୍ୱିନୀ ହସ୍ପିଟାଲରେ ଆଜି ଅପରାହ୍ନରେ ମୃତ୍ୟୁ ହୋଇଯାଇଥିବା ଜଣାପଡିଛି। ଏଥିନେଇ କିଶନ ନଗରରେ ଉତ୍ତେଜନା ଲାଗି ରହିଛି। ଥାନା ପରିସରରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ସ୍ଥାନୀୟ ଜନସାଧାରଣ ଓ ସାମାଜିକ ସଂଗଠନ ପକ୍ଷରୁ ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.