Home Top News ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ଶୈଳେଶ ଦାନି

60

ଭୁବନେଶ୍ବର ୨୮-୧୦ (ଓଡ଼ିଆ ପୁଅ) : ବିଜେଡିରୁ ନିଲମ୍ବିତ ହେଲେ ସମ୍ବଲପୁର ଜିଲ୍ଲାର ରାଜ୍ୟ ସଂପାଦକ ଶୈଳେଶ ଦାନି। ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡି ଦଳରୁ ନିଲମ୍ବିତ କଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

ଏ ନେଇ ବିଜେଡ଼ି ସାଧାରଣ ସମ୍ପାଦକ (ମିଡିଆ ବ୍ୟାପାର) ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.