Home ଓଡ଼ିଶା ଦାୟିତ୍ବ ନେଲେ ଜଷ୍ଟିସ ବି କେ ମହାପାତ୍ର

ଦାୟିତ୍ବ ନେଲେ ଜଷ୍ଟିସ ବି କେ ମହାପାତ୍ର

219

ଭୁବନେଶ୍ଵର,୩୦/୦୮,(ଓଡ଼ିଆ ପୁଅ ପଙ୍କଜିନୀ ନାୟକ): ସୂଚନା କମିଶନର ଭାବେ ଦାୟିତ୍ୱ ନେଇଛନ୍ତି ଜଷ୍ଟିସ୍‌ ବି. କେ ମହାପାତ୍ର । ରାଜଭବନରେ ରାଜ୍ୟପାଳ ଗଣେଶୀ ଲାଲ ତାଙ୍କୁ ଶପଥ ପାଠ କରାଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉପସ୍ଥିତ ଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ସୂଚନା ଓ ଲୋକ ସଂପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ମହିଳା କମିଶନର ଅଧ୍ୟକ୍ଷା ମିନତୀ ବେହେରା, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଉପସ୍ଥିତ ଥିଲେ । ଦୀର୍ଘ ଦିନ ହେବ ସୂଚନା କମିଶନର ପଦବୀ ଖାଲି ପଡ଼ିଥିଲା ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.