Home Top News ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ସିଲିଣ୍ଡର ବିସ୍ଫୋରଣରେ ୧୩ ଜଣ ଆହତ

ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ସିଲିଣ୍ଡର ବିସ୍ଫୋରଣରେ ୧୩ ଜଣ ଆହତ

21

ନୂଆ ଦିଲ୍ଲୀ ୧୪-୪ (ଓଡ଼ିଆ ପୁଅ) ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ସିଲିଣ୍ଡର ବିସ୍ଫୋରଣ କାରଣରୁ ୧୩ ଜଣ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀର ଦମକଳ ଗାଡ଼ି ସେଠାକୁ ଯାଇ ନିଆଁ ଲିଭା କାର୍ଯ୍ୟରେ ବ୍ୟସ୍ତ ଅଛି। ଦିଲ୍ଲୀ ପୋଲିସ ଏବଂ ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତମାନଙ୍କୁ ନିକଟସ୍ଥ ହସ୍ପିଟାଲକୁ ନିଆଯାଉଛି। ଅଧିକ ଖବରକୁ ଅପେକ୍ଷା କରାଯାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.