Home ଓଡ଼ିଶା ଦୀପାବଳିର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଦୀପାବଳିର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

87

ଭୁବନେଶ୍ୱର, ଅକ୍ଟୋବର ୨୬ (ଓଡ଼ିଆ ପୁଅ) – ଆଲୋକର ପର୍ବ ପବିତ୍ର ଦୀପାବଳି ଉପଲକ୍ଷେ ଦେଶ ତଥା ଓଡିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ପର୍ବ ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଆଣିଦେଉ ବୋଲି ଶ୍ରୀ ପ୍ରଧାନ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ କାମନା କରିଛନ୍ତି।

ଏହି ପବିତ୍ର ଦିନରେ ସମସ୍ତେ ସଚେତନ ହୋଇ ସୁରକ୍ଷିତ ଭାବେ ଦୀପାବଳି ପାଳନ କରିବାକୁ ଶ୍ରୀ ପ୍ରଧାନ ଅନୁରୋଧ କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.