Odiapua.com

ଦୁଇ ବାଇକ୍ ମୁହାଁମୁହିଁ, ଜଣେ ମୃତ

ନୟାଗଡ଼,୧୮/୦୯,(ଓଡ଼ିଆ ପୁଅ ପି ନାଏକ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଥାନା ଦୁଆରଗାଁ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଫଳରେ  ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଛି  ଓ  ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ମୃତକ ଜଣକ ଇଟାମାଟି ଥାନା ଅଞ୍ଚଳର ପ୍ରସନ୍ନ କୁମାର ପ୍ରଧାନ ବୋଲି ଜଣାପଡିଛି ।