Home ଓଡ଼ିଶା ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳକୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା

201

ଭୁବନେଶ୍ୱର ୨୩-୧୨ (ଓଡ଼ିଆ ପୁଅ) ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନରେ ଆୟୋଜିତ ଏକ ସଂକ୍ଷିପ୍ତ କାର୍ଯ୍ୟକ୍ରମରେ ୧୮ ବର୍ଷରୁ କମ୍ ଦୃଷ୍ଟି ବାଧିତ ମହିଳା କ୍ରିକେଟ ଦଳକୁ ସମ୍ବର୍ଦ୍ଧିତ କରିଥିଲେ। ନିକଟରେ ଦିଲ୍ଲୀରେ ଅନୁଷ୍ଠିତ ପ୍ରଥମ T-20 କ୍ରିକେଟ ମ୍ୟାଚ୍ ରେ ଓଡିଶାର ଦୃଷ୍ଟିବାଧିତ ମହିଳା କ୍ରିକେଟ ଦଳ କଟକକୁ ୮୭ ରନ୍ ରେ ହରାଇ ଚମ୍ପିଆନ ହୋଇଥିଲେ। ଓଡିଶା ଦଳର କ୍ୟାପଟେନ୍ ଲୀନା ସ୍ବାଇଁ ଓ ପର୍ଦ୍ଦିନୀ ଟୁଡୁ Player of the Match ବିବେଚିତ ହୋଇଥିଲେ।

ଏହି କାର୍ଯ୍ୟକ୍ରମରେ କ୍ରୀଡାମନ୍ତ୍ରୀ ଶ୍ରୀ ତୁଷାରକାନ୍ତ ବେହେରା, ଭିନ୍ନକ୍ଷମ କମିଶନର ଶ୍ରୀମତୀ ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, କ୍ରୀଡା ସଚିବ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.