Odiapua.com

ଦେଶରେ ଆଜି ବଢ଼ିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୨,୮୨୮ ନୂଆ ଆକ୍ରାନ୍ତ ଚିହ୍ନଟ, ୧୪ ମୃତ

ନୂଆ ଦିଲ୍ଲୀ ୨୯-୫ (ଓଡ଼ିଆ ପୁଅ) ଦେଶରେ ବଢ଼ିଲା ସଂକ୍ରମଣ : ଗତ ୨୪ ଘଣ୍ଟା ମଧ୍ୟରେ ୨,୮୨୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଭାରତର ଆକ୍ଟିଭ୍ କେସ୍ ବର୍ତ୍ତମାନ ୧୭,୦୮୭ କୁ ବୃଦ୍ଧି ପାଇଛି।

ସକ୍ରିୟ ମାମଲାଗୁଡ଼ିକ ମୋଟ ମାମଲାର ୦.୦୪% ଅଟେ।

ସମଗ୍ର ଦେଶରେ ସମୁଦାୟ ୪,୨୬,୧୧,୩୭୦ ଆରୋଗ୍ୟ ହୋଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ୨,୦୩୫ ରୋଗୀ ସୁସ୍ଥ ହୋଇଛନ୍ତି।

ଆରୋଗ୍ୟ ହାର ୯୮.୭୪% କୁ ହ୍ରାସ ପାଇଛି।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୩୧,୫୩,୦୪୩ କୁ ବୃଦ୍ଧି ପାଇଛି।

ମୋଟ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ହୋଇଛି ୭୭୯ ଜଣ।

ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪ ହୋଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୫,୨୪,୫୮୬ କୁ ବୃଦ୍ଧି ପାଇଛି।

ସକ୍ରୀୟ ଆକ୍ରାନ୍ତ ୦.୦୪%

ଆରୋଗ୍ୟ ହୋଇଛନ୍ତି ୯୮.୭୪%

ଏବଂ ମୃତ୍ୟୁ ସଂଖ୍ୟା ୧.୨୨%

ଟିକାକରଣ

ଦେଶରେ ମୋଟ ଟିକାକରଣ ୧, ୯୩, ୨୮, ୪୪, ୦୭୭ ହୋଇଥିବା ବେଳେ ଗତ କାଲି ଟିକାକରଣ ହୋଇଛି ୧୩, ୮୧, ୭୬୪

ପରୀକ୍ଷଣ

ଦେଶରେ ମୋଟ ପରୀକ୍ଷଣ ୮୪, ୬୩, ୫୪, ୭୩୩ ହୋଇଥିବା ବେଳେ ଗତ କାଲି ପରୀକ୍ଷଣ ହୋଇଛି ୪, ୯୯, ୩୮୨

ରାଜ୍ୟୱାରୀ ସମସ୍ତ ତଥ୍ୟ