Odiapua.com

ଦେଶରେ ୩୮, ୯୦୨ ନୂଆ କରୋନା ଆକ୍ରାନ୍ତ, ୫୪୩ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୨୬, ୮୧୬

ନୂଆ ଦିଲ୍ଲୀ ୧୯-୭ (ଓଡ଼ିଆ ପୁଅ) ଆଜିବି ଦେଶରେ ୩୮, ୯୦୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୫୪୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦, ୭୭, ୬୧୮ କୁ ବୃଦ୍ଧି ପାଇଛି ଏବଂ ୩, ୭୩, ୩୭୯ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୬, ୭୭, ୪୨୩ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୨୬, ୮୧୬ କୁ ବୃଦ୍ଧି ପାଇଛି।