Home Coronavirus Outbreak ଦେଶରେ ୫୨, ୯୭୨ ନୂଆ କରୋନା ଆକ୍ରାନ୍ତ, ୭୭୧ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୮, ୧୩୫କୁ...

ଦେଶରେ ୫୨, ୯୭୨ ନୂଆ କରୋନା ଆକ୍ରାନ୍ତ, ୭୭୧ ମୃତ୍ୟୁ, ମୃତକଙ୍କ ସଂଖ୍ୟା ୩୮, ୧୩୫କୁ ବୃଦ୍ଧି

109

ନୂଆ ଦିଲ୍ଲୀ ୩-୮ (ଓଡ଼ିଆ ପୁଅ) ଆଜିବି ଦେଶରେ ୫୨, ୯୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୭୭୧ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮, ୦୩, ୬୯୬ ଲକ୍ଷକୁ ବୃଦ୍ଧି ପାଇଛି ଏବଂ ୫, ୭୯, ୩୫୭ ଜଣ ସକ୍ରୀୟ ଆକ୍ରାନ୍ତ ଥିବା ବେଳେ ୧, ୧୮୬, ୨୦୩ ଜଣ ଆରୋଗ୍ୟ ହୋଇ ସାରିଲେଣି ଏବଂ ଦେଶରେ ମୋଟ ମୃତକଙ୍କ ସଂଖ୍ୟା ୩୮, ୧୩୫ କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.