Home ଜିଲ୍ଲା ପରିକ୍ରମା ନପଙ୍ଗ ପଞ୍ଚାୟତରେ ବିଜେଡି ପଦଯାତ୍ରା

ନପଙ୍ଗ ପଞ୍ଚାୟତରେ ବିଜେଡି ପଦଯାତ୍ରା

14

ଭଦ୍ରକ, ୨୭ା୧୦ (ଓଡ଼ିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକର ନପଙ୍ଗ ପଞ୍ଚାୟତର ବିଭିନ୍ନ ଗ୍ରାମରେ ବିଜୁ ଜନତା ଦଳ ପକ୍ଷରୁ ପଦଯାତ୍ରା ଶୁକବ୍ରାର ଅନୁଷ୍ଠିତ ହୋଇଯାଇଛି । ବିଧାୟକ ପ୍ରତିନିଧି ପ୍ରୟାସକାନ୍ତି ସାମଲଙ୍କ ନିର୍ଦ୍ଦେଶ କ୍ରମେ ଦଳର ବ୍ଲକ ସଭାପତି ତଥା ଜିଲ୍ଲା ପରିଷଦ ସଦସ୍ୟ ଲକ୍ଷ୍ମୀଧର ସାହୁ, ପଞ୍ଚାୟତ ସମିତି ଅଧ୍ୟକ୍ଷା ସୁମତୀ ସେଠୀ, ଉପାଧ୍ୟକ୍ଷ ପ୍ରଣିତକାନ୍ତି ସାମଲ, ଜିଲ୍ଲା ପରିଷଦ ସଦସ୍ୟ ଉତ୍କଳ କେଶରୀ ମହାନ୍ତି, ହେମନ୍ତ ଜେନା, ଯୁବନେତା ଆକାଶ ନାୟକ ପ୍ରମୁଖ ପଞ୍ଚାୟତର ବିଭିନ୍ନ ୱାର୍ଡ ପରିକ୍ରମା କରି ଜନସମ୍ପର୍କ ସୁଦୃଢ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.