Home ଓଡ଼ିଶା ନାବାଳିକାଙ୍କୁ ଅପହରଣ ଅଭିଯୋଗ

ନାବାଳିକାଙ୍କୁ ଅପହରଣ ଅଭିଯୋଗ

570

କୋରାପୁଟ ; ତା୦୬-୦୬-୧୯(ଓଡିଆ ପୁଅ /ରଂଜନ କୁମାର ଦାସ)କୋରାପୁଟ ସହରରେ ଜଣେ ନାବାଳିକାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଛି।କୋରାପୁଟ ଟାଉନଥାନାରେ ପରିବାର ପକ୍ଷରୁ ଏକ ଲିଖିତ ଅଭିଯୋଗ ପାଇବା ପରେ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଥିବା ଜଣାପଡିଛି।ଜଣେ ସ୍କୁଲ ଛାତ୍ରୀ ଟ୍ୟୁସନ ଯାଇ ଘରକୁ ନ ଫେରିବାରୁ ପରିବାରଲୋକେ ଖୋଜାଖୋଜି କରିବା ପରେ ନ ମିଳିବାରୁ ଥାନାରେ ଲିଖିତ ଅଭିଯୋଗ କରିଥିଲେ ବୋଲି ଜଣାପଡିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.