Home ଓଡ଼ିଶା ନିଆଁରେ ଘର ଭସ୍ମୀଭୂତ

ନିଆଁରେ ଘର ଭସ୍ମୀଭୂତ

286

ବାଲେଶ୍ଵର,୧୦/୧୦,(ଓଡ଼ିଆ ପୁଅ ପି ନାଏକ): ବାଲେଶ୍ଵର ଜିଲ୍ଲା ରସାଳପୁର ଗାଁ ରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ସର୍ଟସର୍ସର୍ଟ ଯୋଗୁଁ ନିଆଁ ଲାଗି ୪ ବଖରା ଘର ଜଳିପୋଡି ପାଉଁଶ ହୋଇଯାଇଛି । ରାତିରେ ଶୋଇଥିବା ସମୟରେ ଏହି ଅଗ୍ନିକାଣ୍ଡ ଘଟିଥିବା କୁହାଯାଉଛି । ତେବେ ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ ହୋଇଥିବା ବେଳେ ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.