Home ଜିଲ୍ଲା ପରିକ୍ରମା ନୟାଗଡ଼ ଜିଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

ନୟାଗଡ଼ ଜିଲା ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦଯାପିତ

43

ନୟାଗଡ଼, ୨୪/୨ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ) : ନୟାଗଡ଼ ଜିଲ୍ଲାସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶୁକ୍ରବାର ଉଦଯାପିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ସୁବାସ ଚନ୍ଦ୍ର ରାୟ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସୁବାସ ମହାପାତ୍ର, ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ସୁଧାକର ଶତପଥୀ, ଜିଲ୍ଲା ଉଦ୍ୟାନ ଅଧିକାରୀ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଥିଲେ। ଜିଲାପାଳ କୃଷି ମେଳାର ସଫଳତା ନେଇ କହିଥିବା ବେଳେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପାଞ୍ଚ କୋଟିର କୃଷି ଯନ୍ତ୍ରପାତି ବ୍ୟବସାୟ ହୋଇଥିବାର ସୂଚନା ଦେଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.