Home ଜିଲ୍ଲା ପରିକ୍ରମା ନୟାଗଡ଼ ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ

ନୟାଗଡ଼ ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ

99

ନୟାଗଡ଼, ୬ା୧ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ) : ନୟାଗଡ଼ ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ନିର୍ବାଚନ ଆୟୋଗ ଦ୍ୱାରା ପ୍ରକାଶ ପାଇଛି। ଜିଲ୍ଲାର ୪ଟି ନିର୍ବାଚନ ମଣ୍ଡଳୀ ନୟାଗଡ଼, ରଣପୁର, ଦଶପଲ୍ଲା ଓ ଖଣ୍ଡପଡ଼ାର ଭୋଟର ତାଲିକାକୁ ଜିଲ୍ଲାପାଳ ଡ.ପୋମା ଟୁଡୁ ପ୍ରକାଶ କରିଛନ୍ତି। ଏହି ପରିପ୍ରେକ୍ଷିରେ ଉପଜିଲ୍ଳାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଭୋଟର ତାଲିକା ଦାୟିତ୍ୱରେ ଥିବା ସିନିୟର ଆସିଷ୍ଟାଂଟ ଅନିତା ରମ୍ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.