Home ଓଡ଼ିଶା ପଞ୍ଚଭୂତରେ ସୁଷମା

ପଞ୍ଚଭୂତରେ ସୁଷମା

364

ନୂଆଦିଲ୍ଲୀ, ୭ା୮,(ଓଡ଼ିଆ ପୁଅ/ ପଙ୍କଜିନୀ ନାୟକ): ପଞ୍ଚଭୂତରେ ବିଲୀନ ହୋଇଛି ସୁଷମା ସ୍ୱରାଜଙ୍କ ପାର୍ଥିବ ଶରୀର । ଦିଲ୍ଲୀର ଲୋଧି ରୋଡ଼ ଶ୍ମଶାନରେ ତାଙ୍କରତ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ରାଜକୀୟ ସମ୍ମାନ ସହ ସୁଷମାଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଉଲ୍ଲେଖଯୋଗ୍ୟ ଯେ ୬୭ ବର୍ଷ ବୟସରେ ଗତ କାଲି ଦିଲ୍ଲୀ AIIMS ରେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତ୍ରୀ ସୁଷମା ସ୍ୱରାଜ । ହୃଦଘାତ କାରଣରୁ ତାଙ୍କର ଦେହାନ୍ତ ହୋଇଥିଲା । ହଟାତ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ AIIMS ରେ ଭର୍ତି କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ସୁଷମା ସ୍ୱରାଜ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.