Home କନ୍ଧମାଳ ପଞ୍ଚାୟତ ସମିତିର ସାଧାରଣ ପରିଷଦ ବୈଠକ

ପଞ୍ଚାୟତ ସମିତିର ସାଧାରଣ ପରିଷଦ ବୈଠକ

144

ବାଲିଗୁଡା, ୭/୨.(ଓଡ଼ିଆ ପୁଅ/ସଞ୍ଜୟ କୁମାର ପାଣିଗ୍ରାହୀ) କନ୍ଧମାଳ ଜିଲ୍ଲା ବାଲିଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସମ୍ମିଳନୀ କକ୍ଷ ଠାରେ ତୁମୁଡିବନ୍ଧ ପଞ୍ଚାୟତ ସମିତି ର ସାଧାରଣ ପରିଷଦ ବୈଠକ ବ୍ଲକ ଅଧ୍ୟକ୍ଷ ପ୍ରକାଶ ପାତ୍ର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା।

ଉକ୍ତ ବୈଠକରେ ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ସମସ୍ତ ସରପଞ୍ଚ, ସମିତି ସଭ୍ୟ, ସଭ୍ୟ।, ଜିଲ୍ଲା ପରିଷଦ ସଦସ୍ୟ ଏବଂ ବ୍ଲକ ର ସରକାରୀ କର୍ମଚାରୀ ମାନେ ଉପସ୍ଥିତ ରହି ଆଗାମୀ ଦିନର କାର୍ଯ୍ୟପନ୍ଥା ଉପରେ ଆଲୋଚନା କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.