Odiapua.com

ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ସୁବାଷ ଚୌହାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ନିରଞ୍ଜନ ପଟ୍ଟନାୟକ

ଭୁବନେଶ୍ୱର ୧୦/୫ (ଓଡ଼ିଆ ପୁଅ) – ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧକ୍ଷ ସୁବାଷ ଚୌହାନଙ୍କ ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ।ତାଙ୍କର ଦେହାନ୍ତ ଓଡିଶା ରାଜନୀତିରେ ଏକ ଅପୁରଣୀୟ କ୍ଷତି।ସେ ପଶ୍ଚିମ ଓଡ଼ିଶାରେ ଜଣେ ଜଣାଶୁଣା ନେତା ଭାବେ ପରିଚିତ ଥିଲେ।ସ୍ବର୍ଗତ ସୁବାଷ ଚୌହାନଙ୍କ ଅମର ଆତ୍ମାର ମୁଁ ସଦଗତି କାମନା କରିବାସହ ତାଙ୍କର ଶୋକସନ୍ତପ୍ତ ପରିବାରଙ୍କ ପ୍ରତି ସମବେଦନା ଜଣାଉଅଛି।