Home ଓଡ଼ିଶା ପୁଣି ବର୍ଷା

ପୁଣି ବର୍ଷା

608

ଭୁବନେଶ୍ଵର,୨୨/୧୦,(ଓଡ଼ିଆ ପୁଅ ପି ନାୟକ): ରାଜ୍ୟରେ ସାମାନ୍ୟ ବର୍ଷା କମିଥିବାବେଳେ ଏବେ ପୁଣି ଫେରୁଛି ମୌସୁମୀ । ଦକ୍ଷିଣ ପଶ୍ଚିମ  ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ଗଜପତି, ଗଞ୍ଜାମ, ରାୟଗଡା, ପୁରୀ, କନ୍ଧମାଳ, ନୟାଗଡ, ନୂଆପଡା ଓ ବଲାଙ୍ଗିରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ୨୪ ତାରିଖରେ ଗଜପତି, ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, ଦେଓଗଡ, ଅନୁଗୁଳ, କେନ୍ଦୁଝର, ପୁରୀ, ଖୋର୍ଦ୍ଧା, ନବରଙ୍ଗପୁର ଓ କଟକରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.