Home ଅପରାଧ ପୁରୀରେ ଅବକାରୀ ଚଢାଉ, ଦୁଇ ଗିରଫ

ପୁରୀରେ ଅବକାରୀ ଚଢାଉ, ଦୁଇ ଗିରଫ

254

ପୁରୀ, ୬/୧୨ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) – ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ପୁରୀଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି କେଦାର ପ୍ରଧାନ ଓ ବାରୁଣୀ ପରିଡାଙ୍କ ଠାରୁ ୬ଲିଟର ଦେଶୀମଦ ଜବତ କରିବା ସହ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଛି। ସଦର ଅବକାରୀ ଇନ୍ସପେକ୍ଟର ବିନୋଦ କୁମାର ରାଉତରାୟଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀମାନେ ଏହି ଚଢାଉରେ ସାମିଲ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.