Home ଓଡ଼ିଶା ପୁରୀ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ

ପୁରୀ ଗସ୍ତରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ: ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କଲେ

46

ପୁରୀ ୩୦-୯ (ଓଡ଼ିଆ ପୁଅ/ବିଜୟ ପଟ୍ଟନାୟକ) ପୁରୀ ଗସ୍ତରେ ଆସିଥିବା ବିଜେପି ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ଼ା ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ବିଜେପି ର ବହୁ ବାରୀଷ୍ଠ ନେତା ଓ କର୍ମୀ ଜେପି ନଡ଼ା ଙ୍କୁ ଶ୍ରୀମନ୍ଦିର ନିକଟରେ ସ୍ବାଗତ କରିଥିଲେ। ପରେ ଶ୍ରୀମନ୍ଦିର କୁ ଜାଇ ନଡ୍ଡା ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ପାର୍ଶ୍ୱ ଦେବଦେବୀଙ୍କୁ ପୂଜାର୍ଚ୍ଚନା କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.