Home ଓଡ଼ିଶା ପୁରୀ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

ପୁରୀ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା

192

ପୁରୀ,୧୦/୧୦,(ଓଡ଼ିଆ ପୁଅ ପି ନାଏକ): ପୁରୀ ପିପିଲି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଏକ କାର ଗଛକୁ ପିଟିଛି । ଫଳରେ ଏହି ଦୁର୍ଘଟଣାରେ ୪ ଜଣ ଗୁରୁତର ହୋଇଛନ୍ତି । ଗୋପ-କୋଣାର୍କ ରାସ୍ତାରେ ଏହି ଦୁର୍ଘଟଣା ଘଟିଥିବା ବେଳେ ୨ ଜଣଙ୍କୁ ଗୋପ ମେଡିକାଲରେ ଭର୍ତ୍ତି କରାଯାଇଛି ଏବଂ ଅନ୍ୟ ୨ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.