Home କୋରାପୁଟ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ

50

କୋରାପୁଟ ୩୧-୧୦(ଓଡିଆ ପୁଅ /ରଂଜନ ଦାସ) କୋରାପୁଟ ଜିଲ୍ଲା ପ୍ରଶାସନ ଓ ସ୍ମାରକୀ କମିଟି ଆନୁକୁଲ୍ୟରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ଶ୍ରାଦ୍ଧ ଦିବସ ପାଳିତ ହୋଇଯାଇଛି ।କୋରାପୁଟ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟ ନିକଟରେ ଥିବା ଇନ୍ଦିରା ଗାନ୍ଧୀଙ୍କ ପ୍ରତିମୂର୍ତିରେ କୋରାପୁଟ ମ୍ୟନସିପାଲଟି ନିର୍ବାହୀ ଅଧିକାରୀ ଅଲୋକ ରଂଜନ ସାମାନ୍ତରାୟ ମୁଖ୍ୟ ଅତିଥିଭାବେ ଯୋଗଦେଇ ପୁଷ୍ପମାଲ୍ୟାର୍ପଣ କରିଥିଲେ ।ଜିଲ୍ଲା ସ୍ମାରକୀ କମିଟିର ଅରୁଣ କୁମାର ଦାଶ , ଆର.ଶର୍ମା ,ସାମ୍ବାଦିକ ସୁନ୍ଦରଲାଲ ପାଣି , ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର ସତ୍ୟ ନାରାୟଣ ପ୍ରଧାନ , ଏ.କେ.ବେହେରା ପ୍ରମୁଖ ଯୋଗଦେଇ ପ୍ରତିମୂର୍ତିରେ ପୁଷ୍ପ ମାଲ୍ୟାର୍ପଣ କରି ସ୍ମୃତିଚାରଣ କରିଥିଲେ ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.