Odiapua.com

ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ ୨୦-୮ (ଓଡ଼ିଆ ପୁଅ) ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ।

ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କହିଛନ୍ତି; “ଆମର ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ରାଜୀବ ଗାନ୍ଧୀଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି”।