Home ଓଡ଼ିଶା ପୂର୍ବତନ ବିଧାୟକ ଗୌରହରି ନାଏକ ଅସୁସ୍ଥ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

ପୂର୍ବତନ ବିଧାୟକ ଗୌରହରି ନାଏକ ଅସୁସ୍ଥ, ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

221

ପାଟଣା ୧୭-୧୨ (ଓଡ଼ିଆ ପୁଅ/ସନ୍ତୋଷ ନାୟକ) : କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ଗୌରହରି ନାଏକ ଅସୁସ୍ଥ ହୋଇଥିବା ଜଣାପଡିଛି ତାଙ୍କୁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତୀ କରାଯାଇଛି ।ଶ୍ରୀ ନାଏକ ଭାରତୀୟ ବାୟୁସେନା ରୁ ଅବସର ପରେ ୨୦୦୦ ମସିହା ରୁ ୨୦୦୯ ମସିହା ପର୍ଯ୍ୟନ୍ତ ଭାରତୀୟ ଜନତା ପାର୍ଟି ତରଫରୁ ବିଧାୟକ ଭାବେ ନିର୍ବାଚିତ ହୋଇ ଦୁଇ ଦୁଇ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ମଙ୍ଗଳବାର ସାହାରପଡା ବ୍ଲକ ହଳଦୀବଟା ଗ୍ରାମରେ ନିଜସ୍ୱ ବାସଭବନ ରେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱର କୁ ନେଇ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ଶ୍ରୀ ନାଏକ ସ୍ନାୟୁ ରୋଗରେ ପୀଡିତ ଥିବା ଜଣାପଡିଛି।

 

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.