Home Top News ପୌରପରିଷଦ ଓ ବିଜ୍ଞାପିତ ଅଂଚଳ ପରିଷଦର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ପୌରପରିଷଦ ଓ ବିଜ୍ଞାପିତ ଅଂଚଳ ପରିଷଦର ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

123

ନୟାଗଡ଼, ୩୧ା୧ (ଓଡ଼ିଆ ପୁଅ/ସୁରେନ୍ଦ୍ର ନାଥ ପ୍ରଧାନ) : ନୟାଗଡ଼ ଜିଲ୍ଳାର ଗୋଟିଏ ପୌରପରିଷଦ ଓ ୩ଟି ବିଜ୍ଞାପିତ ପରିଷଦର ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ନୟାଗଡ଼ ପୌରପରିଷଦ ଅଧ୍ୟକ୍ଷ ପଦବୀ ସହିତ ଓଡ଼ଗାଁ ଏବଂ ଖଣ୍ଡପଡ଼ା ବିଜ୍ଞାପିତ ଅଂଚଳର ଅଧ୍ୟକ୍ଷ ପଦବୀ ମହିଳାଙ୍କ ପାଇଁ ସଂରକ୍ଷଣ ଥିଲାବେଳେ ଦଶପଲ୍ଳା ବିଜ୍ଞାପିତ ଅଂଚଳର ଅଧ୍ୟକ୍ଷ ପଦବୀ ଅନୁସୂଚୀତ ଜାତି ମହିଳାଙ୍କ ପାଇଁ ସଂରକ୍ଷଣ ରହିଥିବା ଜଣାପଡ଼ିଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.