Home ଜାତୀୟ ପ୍ରତିଶୃତି ପରେ ଜେଏନୟୁ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

ପ୍ରତିଶୃତି ପରେ ଜେଏନୟୁ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ପ୍ରତ୍ୟାହୃତ

131

ନୂଆଦିଲ୍ଲୀ,୧୩ା୧୧(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ଜେଏନୟୁ ଛାତ୍ରଛାତ୍ରୀଙ୍କ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି । କାର୍ଯ୍ୟକାରୀ କମିଟି ନିଷ୍ପତ୍ତି ଅନୁଯାଇ ହଷ୍ଟେଲ ଫି ବୃଦ୍ଧି ନିଷ୍ପତ୍ତି ପ୍ରତ୍ୟାହୃତ ହୋଇଛି । ଏବଂ ଆର୍ଥିକ ଅନଗ୍ରସର ଛାତ୍ରଛାତ୍ରୀଙ୍କୁ ମଧ୍ୟ ସହାୟତା ଦିଆଯିବ ବୋଲି କେନ୍ଦ୍ର ଶିକ୍ଷା ସଚିବ ଆର.ସୁବ୍ରମଣ୍ୟମ୍ ପ୍ରତିଶୃତି ଦେବା ପରେ ଆନ୍ଦୋଳନ ପ୍ରତ୍ୟାହୃତ ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.