ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଶ୍ରମଦାନ କଲେ କେନ୍ଦ୍ର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ

ସମ୍ବଲପୁର, ୧୮/୯ (ଓଡ଼ିଆ ପୁଅ) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ସମ୍ବଲପୁର ଠାରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ମଙ୍ଗଳବାରଦିନ ସକାଳେ ସମଲେଶ୍ୱରୀ ମନ୍ଦିର ଠାରେ ଅନୁଷ୍ଟିତ ପୂଜାରେ ଯୋଗଦେଇ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଚନ୍ଦ୍ର ଷଢ଼ଙ୍ଗୀ, ବରଗଡ଼ ଲୋକସଭା ସଦସ୍ୟ ସୁରେଶ ପୂଜାରୀ, ରେଂଗାଲି ବିଧାୟକ ନାଉରୀ ନାଏକ, ବିଜେପି ଜିଲ୍ଲା ସଭାପତି ରାମ ଚନ୍ଦ୍ର ମେହେର ପ୍ରମୁଖ ଦୀପଦାନ ପୂର୍ବକ ଶ୍ରୀ ମୋଦିଙ୍କ ଉଜ୍ୱଳ ଓ ନିରାମୟ ତଥା ସ୍ୱାସ୍ତ୍ୟବାନ ଜୀବନ ପାଇଁ … Continue reading ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରେ ଶ୍ରମଦାନ କଲେ କେନ୍ଦ୍ର ମନ୍ତ୍ରୀ, ସାଂସଦ ଏବଂ ବିଧାୟକ