Odiapua.com

ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକ ଗିରଫ

ଭୁବନେଶ୍ଵର,୦୨/୧୦:

ବିଞ୍ଝାରପୁର ବିଧାୟିକା ତଥା ବିଜେଡି ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକ ଗିରଫ । ମୁମ୍ୱାଇ କ୍ରାଇମବ୍ରାଞ୍ଚ ତାଙ୍କୁ ଗିରଫ କରିଛି । ଏପରିକି କ୍ଷୀରୋଦଙ୍କ ପୁଅ ଦେବବ୍ରତ ମଲ୍ଲିକଙ୍କୁ ମଧ୍ୟ ଗିରଫ କରିଛି କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା । ଆର୍ଥିକ ଅନିୟମିତତା ମାମଲାରେ ବାପ-ପୁଅକୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିବା ଜଣାପଡ଼ିଛି ।