Home ଓଡ଼ିଶା ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

48

ନୂଆ ଦିଲ୍ଲୀ ୨୭-୬ (ଓଡ଼ିଆ ପୁଅ) ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

ଏକ ଟ୍ଵିଟ୍ ମାଧ୍ୟମରେ ପ୍ରଧାନମନ୍ତ୍ରୀ କହିଛନ୍ତି, “ଋଷି ବଙ୍କିମ ଚନ୍ଦ୍ର ଚଟ୍ଟୋପାଧ୍ୟାୟଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଉଛି। ସେ ତାଙ୍କର ବ୍ୟାପକ କାର୍ଯ୍ୟ ମାଧ୍ୟମରେ ଭାରତୀୟ ନୈତିକତାର ମହାନତାକୁ ପ୍ରଦର୍ଶନ କରିଥିଲେ। ତାଙ୍କ ଦ୍ଵାରା ଲେଖାଯାଇଥିବା ବନ୍ଦେ ମାତରମ ଆମକୁ ନମ୍ରତାର ସହ ଭାରତର ସେବା କରିବା ଏବଂ ଭାରତବାସୀଙ୍କ ସଶକ୍ତିକରଣ ଦିଗରେ ନିଜକୁ ଉତ୍ସର୍ଗ କରିବାକୁ ପ୍ରେରଣା ଯୋଗାଉଛି”।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.