Home ଜିଲ୍ଲା ପରିକ୍ରମା ବଜ୍ରପାତରୁ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତିଲେ ସପରିବାର

ବଜ୍ରପାତରୁ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତିଲେ ସପରିବାର

6

ଭଦ୍ରକ, ୩୦ା୫ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ତେନ୍ତୁଳିଡିହ ପଂଚାୟତ ଠୋକରା ଗାଁରେ କାଳ ବୈଶାଖୀ ପ୍ରଭାବରେ ଶୁକ୍ରବାର ଅପରାହ୍ନ ୦୫ ଘଟିକା ସମୟ ରେ ବଜ୍ରପାତ ଯୋଗୁ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ପୋଡି ଯାଇଛି । ଏହି ଅଗ୍ନିକାଣ୍ଡରେ ତେନ୍ତୁଳିଡିହ ପଂଚାୟତ ଠୋକରା ଗାଁର ଶ୍ୟାମ ସୁନ୍ଦର ରାୟଙ୍କ ସପରିବାର ଅଳ୍ପକେ ବର୍ତି ଯାଇଛନ୍ତି । ଖବର ପାଇ ଚାନ୍ଦବାଲି ଅଗ୍ନିଶମ ବିଭାଗ ପହଂଚି ନିଆଁକୁ ଆୟତ କରିଥିଲେ । ଯଥାଶୀଘ୍ର ଅଗ୍ନି ବିପନ୍ନ ପରିବାରକୁ ସରକାରୀ ସହାୟତା ଯୋଗାଇଦେବାପାଇଁ ଗ୍ରାମବାସୀମାନଙ୍କ ପକ୍ଷରୁ ଦାବି ହୋଇଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.