Home ଓଡ଼ିଶା ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା – ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସନାତନ

‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା – ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ସନାତନ

177

ଭୁବନେଶ୍ୱର, ୭ା୬ (ଓଡ଼ିଆ ପୁଅ) : କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ କାଳଜୟୀ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଂଗୀତର ମାନ୍ୟତା ଦେବାକୁ ଆଜି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଅନୁମୋଦନ କରିଥିବାରୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପୂର୍ବତନ ଚମ୍ପୁଆ ବିଧାୟକ ସନାତନ ମହାକୁଡ ଗଭୀର କୃତଜ୍ଞତା ଜଣାଇ ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟର ସୁରକ୍ଷା ପାଇଁ ତାଙ୍କ ଅବଦାନକୁ ଭୂୟସୀ ପ୍ରଶଂସା କରିଛନ୍ତି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.