Odiapua.com

ବନ୍ଦ ଘରୁ ଯୁବକଙ୍କୁ ମୃତ ଦେହ ଉଦ୍ଧାର

ଭୁବନେଶ୍ଵର,୧୩/୧୦,(ଓଡ଼ିଆ ପୁଅ ପି ନାଏକ): ରାଜଧାନୀରେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଛି । ତେବେ ଭିଏସଏସ ନଗର ମହାବୀର ବସ୍ତି ଏକ ବନ୍ଦ ଘରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି । ମୃତକ ଜଣକ ଅବକାଶ ପାଇକରାୟ ବୋଲି ଜଣାପଡିଛି । ତାଙ୍କୁ କେହି ହତ୍ୟା କରିଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ଏହାର ତଦନ୍ତ ଆରମ୍ଭ କରିଛି ।