Home ଜିଲ୍ଲା ପରିକ୍ରମା ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା ଯୋଗୁଁ ଆଜି ପୁଣି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ...

ବନ୍ୟା ପରିସ୍ଥିତି ଓ ଲଗାଣ ବର୍ଷା ଯୋଗୁଁ ଆଜି ପୁଣି ଜିଲ୍ଲାର ସମସ୍ତ ବିଦ୍ୟାଳୟ ଓ ଅଙ୍ଗନବାଡି ବନ୍ଦ

3

ଭଦ୍ରକ, ୩୦ା୭ (ଓଡିଆ ପୁଅ / ସ୍ନିଗ୍ଧା ରାୟ) – ଭଦ୍ରକ ଜିଲ୍ଲାରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ଏବଂ ଲଗାତାର ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ, ଭଦ୍ରକଙ୍କ ନିର୍ଦ୍ଦେଶକ୍ରମେ ୩୧ଜୁଲାଇ ୨୦୨୬ (ଶୁକ୍ରବାର) ଦିନ ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ସହ ସମସ୍ତ ଅଙ୍ଗନବାଡି କେନ୍ଦ୍ରରେ ପାଠପଢ଼ା ସ୍ଥଗିତ ରଖାଯାଇଛି। ତେବେ, ସମସ୍ତ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟିତ୍ରୀ ଏବଂ ଅଣଶିକ୍ଷକ କର୍ମଚାରୀମାନେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ସଜାଗ ରହିବେ ଏବଂ ପ୍ରଶାସନର ଆବଶ୍ୟକତା ଅନୁଯାୟୀ ସେମାନେ ତୁରନ୍ତ ଦାୟିତ୍ୱ ପାଳନ କରିବେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.