Home Top News ବରିଷ୍ଠ ନେତା ତଥା ବିଧାୟକ ଦେବୀ ମିଶ୍ର ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି

ବରିଷ୍ଠ ନେତା ତଥା ବିଧାୟକ ଦେବୀ ମିଶ୍ର ଅସୁସ୍ଥ ହସ୍ପିଟାଲରେ ଭର୍ତ୍ତି

74

ଭୁବନେଶ୍ୱର ୩୦-୧୨ (ଓଡ଼ିଆ ପୁଅ) : ବରିଷ୍ଠ ବିଜେଡି ନେତା ତଥା ବଡ଼ମ୍ବା ବିଧାୟକ ଦେବୀ ପ୍ରସାଦ ମିଶ୍ର ଅସୁସ୍ଥ ହେବାରୁ ତାଙ୍କୁ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି।

ଏହି ଖବର ଶୁଣି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଏ ସମ୍ପର୍କରେ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଟ୍ୱିଟରେ ଲେଖିଛନ୍ତି, ବିଧାୟକ ଦେବୀ ମିଶ୍ର ଅସୁସ୍ଥତା କାରଣରୁ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବିଷୟରେ ଅବଗତ ହେଲି। ତାଙ୍କର ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.