Odiapua.com

ବର୍ଷା ଯୋଗୁ ଚାଷୀ ମାନଙ୍କର ହୋଇଥିବା କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର୪ା୧(ଓଡିଆ ପୁଅ/ବିରଞ୍ଚିନାରାୟଣ ପତ୍ରୀ) ରାଜ୍ୟରେ ଗତ ଦୁଇଦିନ ହେଲା ହୋଇଯାଇଥିବା ଅଦିନିଆ ବର୍ଷା ଯୋଗୁ ଚାଷୀ ମାନଙ୍କର ବ୍ୟାପକ କ୍ଷୟକ୍ଷତି ହୋଇଥିବା ସରକାରଙ୍କ ନିକଟରେ ଖବର ପହଞ୍ଚିବା ପରେ ରାଜସ୍ୱ ମନ୍ତ୍ରୀ ସୁଦାମ ମାରରଣ୍ଡି ତୁରନ୍ତ କ୍ଷୟକ୍ଷତି ଆକଳନ ପାଇଁ ଜିଲ୍ଲାପାଳମାନଙ୍କୁ ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ନିର୍ଦ୍ଦେଶ ଦେଇଥିବା ସୁଚନା ଦେଇଛନ୍ତି । ସମସ୍ତ ଜିଲ୍ଲାରୁ ରିପୋର୍ଟ ଆସିବା ପରେ ତର୍ଜମା କରି ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ ସୁଚନା ଦେଇଛନ୍ତି ।