Home କେନ୍ଦ୍ରାପଡ଼ା ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବଂଟନ

ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଶୁଖିଲା ଖାଦ୍ୟ ବଂଟନ

83

କେନ୍ଦ୍ରାପଡା ୭/୪ (ଓଡ଼ିଆ ପୁଅ/ଚିତ୍ତରଞ୍ଜନ ଦାସ) – ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ମଙ୍ଗଳବାର ସକାଳେ ଜିଲ୍ଲାର ଗରଦପୁର ବ୍ଲକ ଅନ୍ତର୍ଗତ କୋରୁଆ ଧସନାପାରି କେଳାବସ୍ତିରେ ଗରୀବ ଦିନମଜୁରିଆ ମାନଙ୍କୁ ଶୁଖିଲା ଖାଦ୍ୟ ଚୁଡା, ଅଟା ଓ ବିସ୍କୁଟ ପ୍ରଭୃତି ବୀତରଣ କରାଯାଇଛି। ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତିଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି ବୀତରଣ କାର୍ଯ୍ୟକ୍ରମରେ କୋରୁଆ ପଂଚାୟତ ସମିତିସଭ୍ୟ ନୃସିଂହ ଚରଣ ଦାସ, ଶ୍ରୀକାନ୍ତ କୁମାରନାୟକ, ପ୍ରମୋଦ କୁମାର ମହାପାତ୍ର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.