Home ଓଡ଼ିଶା ବାରହା ଶିକାର ପାଇଁ ପଡ଼ିଥିବା ବିଦ୍ୟୁତ ତାର ହେଲା କାଳ

ବାରହା ଶିକାର ପାଇଁ ପଡ଼ିଥିବା ବିଦ୍ୟୁତ ତାର ହେଲା କାଳ

120

ଗଞ୍ଜାମ,୧୫/୦୯,(ଓଡ଼ିଆ ପୁଅ ପି ନାଏକ): ଗଞ୍ଜାମ ଭଞ୍ଜନଗର ଥାନା ଅନ୍ତର୍ଗତ ଚୂନପଲ୍ଲୀ ଗାଁରେ ଅଘଟଣ ଘଟିଛି । ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ନାବାଳକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ଶକ୍ତି ପଶାୟତ(୧୭) । ତେବେ ବାରହା ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଶକ୍ତିର ମୃତ୍ୟୁ ହୋଇଥିବା ଜଣାପଡିଛି । ଗୁରୁତର ଅବସ୍ଥାରେ ତାଙ୍କୁ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟ ନିଆଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି ।

LEAVE A REPLY

Please enter your comment!
Please enter your name here

Solve this *Time limit exceeded. Please complete the captcha once again.